Masthead

ନବୀନ କହିଲେ ସୌଜନ୍ୟମୂଳକ, ଜେଡିୟୁର ଟ୍ୱିଟ ନୀତୀଶ ବିରୋଧୀଙ୍କୁ ଏକଜୁଟ କରୁଛନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନବୀନ ନୀତୀଶଙ୍କ ମଧ୍ୟରେ ସାକ୍ଷାତ ହେଲା । ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଲେ ଏହା ସୌଜନ୍ୟମୂଳକ ସାକ୍ଷାତକାର ଥିଲା । କୌଣସି ମେଣ୍ଟ କଥା ଆଲୋଚନା ହୋଇନି । ସେପଟେ କିନ୍ତୁ ନୀତୀଶଙ୍କ ଦଳ ଜେଡିୟୁ ପକ୍ଷରୁ ଅଫିସିଆଲ ଟ୍ୱିଟର ପକ୍ଷରୁ ପୋଷ୍ଟ କରି ବିରୋଧୀ ଏକତା ସର୍ମ୍ପକରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଇଶାରା ଦିଆଯାଇଛି ।

ଏହି ପୋଷ୍ଟରେ ଲେଖାଯାଇଛି ବିପକ୍ଷ ଏକତା ପାଇଁ ଅଣ୍ଟା ଭିଡ଼ିଛନ୍ତି ନୀତୀଶ କୁମାର । ଓଡ଼ିଶା ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ବିନା କୌଣସି ବ୍ୟକ୍ତିଗତ ମହତ୍ତ୍ୱାକାଂକ୍ଷାରେ ବିରୋଧୀ ଦଳଙ୍କୁ ନୀତୀଶ ଏକଜୁଟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼