Masthead

୧୫ରୁ ଚାଲିବ ବନ୍ଦେଭାରତ ଏକ୍ସପ୍ରେସ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୧୫ରୁ ଓଡ଼ିଶାରେ ଧାଇଁବ ବନ୍ଦେ ଭାରତ ଏକ୍ସପ୍ରେସ୍ । ହାୱଡା ଓ ପୁରୀ ମଧ୍ୟରେ ଚଳାଚଳ କରିବ ଏହି ଟ୍ରେନ । ପୂର୍ବରୁ ୨ ଥର ଟ୍ରାଏଲ ରନ୍ ହେବାପରେ ଏହି ନିଷ୍ପତ୍ତି ରେଳ ମନ୍ତ୍ରଣାୟଳ ଗ୍ରହଣ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୯ ଫେବ୍ରୁଆରୀ ୧୫ରେ ବନ୍ଦେ ଭାରତ ଏକ୍ସପ୍ରେସକୁ ଶୁଭାରମ୍ଭ କରିଥିଲେ ।

ଦେଶରେ ପ୍ରଥମ ଥର ପାଇଁ ଏହି ଟ୍ରେନ୍ ନୂଆଦିଲ୍ଲୀ ଠାରୁ ବାରଣାସୀକୁ ସେବା ଯୋଗାଇଥିଲା । ସେହିଦିନ ଠାରୁ ଏପର୍ଯ୍ୟନ୍ତ ଦେଶର ୭ଟି ରୁଟରେ ଏହି ଟ୍ରେନ୍ ପରିଚାଳିତ ହେଉଛି । ଆଉ ଏବେ ଭାରତୀୟ ରେଳବାଇର ଏହି ସେମି ଦ୍ରୁତଗାମୀ ଟ୍ରେନ୍ ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଆସନ୍ତା ୧୫ରୁ ପୁରୀରୁ ହାୱଡା ମଧ୍ୟରେ ଚାଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ