Masthead

ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ ଓ ୧୨ ଦୁଇ ଦିନ ଧରି ଦିଲ୍ଲୀରେ ରହିବେ । ବିଭିନ୍ନ ଯୋଜନାରେ ଓଡ଼ିଶାକୁ ମିଳିବାକୁ ଥିବା ଅର୍ଥ କେନ୍ଦ୍ର ଦେଉନଥିବାରୁ ସେ ସର୍ମ୍ପକରେ ବିଭାଗୀୟ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ ।

ଏହା ସହ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା କେନ୍ଦ୍ରୀୟ ପ୍ରକଳ୍ପ ଯେପରି ତ୍ୱରାନିତ ହୋଇପାରିବ ସେ ସର୍ମ୍ପକରେ ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିବେ । ତେବେ ମୁଖ୍ୟମନ୍ତ୍ରୀ କାହା ସହ ଆଲୋଚନା କରିବେ ସରକାରୀ ଭାବେ ସ୍ୱଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆମେରିକାରେ ଟ୍ରମ୍ପଙ୍କୁ ବିରୋଧ ! 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 ୫ ଦିନ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆମେରିକାରେ ଟ୍ରମ୍ପଙ୍କୁ ବିରୋଧ !