Masthead

୯ଟା ସୁଦ୍ଧା ୯.୭୫ ପ୍ରତିଶତ ମତଦାନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଶାନ୍ତିଶୃଙ୍ଖଳାରେ ଚାଲିଛି ଝାରସୁଗୁଡା ଉପନିର୍ବାଚନ ପାଇଁ ମତଦାନ । ସକାଳ ୯ଟା ସୁଦ୍ଧା ୯ ଦଶମିକ ୭୫ ପ୍ରତିଶତ ଭୋଟ୍ ଗ୍ରହଣ ହୋଇଛି । ୯ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୫୩ ବୁଥରେ ଚାଲିଛି ଭୋଟ ଗ୍ରହଣ । ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ