Masthead

ବିଭିନ୍ନ ଦାବି ନେଇ କାନକୁଟରୁରେ ମାଓପୋଷ୍ଟର

ଲାଞ୍ଜିଗଡ଼ (ବଡ଼ ଖବର ବ୍ୟୁରୋ):  କାନକୁଟରୁ ଗାଁରେ ମାଓପୋଷ୍ଟର । ଗତକାଲି ମଦନପୁର ରାମପୁର ଥାନା ଟାପ୍ରାଙ୍ଗ ଜଙ୍ଗଲରେ ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ତିନି ଜଣ ମାଓବାଦୀକୁ ନିହତ କରିଥିଲେ ଯବାନ । ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଥିବା ବେଳେ ଆଜି ଲାଞ୍ଜିଗଡ ବ୍ଲକ କାନକୁଟୁରୁ ପଞ୍ଚୟତରେ ମାଓବାଦୀଙ୍କ ପୋଷ୍ଟର ଦେଖିବାକୁ ମିଳିଛି ।

ଏହି ପୋଷ୍ଟରରେ ବିଭିନ୍ନ ଦାବି ଉପସ୍ଥାପନା କରିଛନ୍ତି । ବିସ୍ତାପନ ବନ୍ଦ କର, କୋଇଲା ଓ ଖଣି ଖନନ ପାଇଁ ବେଦାନ୍ତ, ବିର୍ଲା, ଆଦାନୀ ପରି ବହୁଦେଶୀୟ କମ୍ପାନୀକୁ ଦିଆଯାଉଥିବା ଲିଜକୁ ବାତିଲ କରାବା ସହ ଅଙ୍ଗନୱାଡି କର୍ମୀ ଆଶାକର୍ମୀ ଓ ଶିକ୍ଷକମାନଙ୍କ ଦାବିକୁ ପୂରଣ କରାଯାଉ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି