Masthead

୧୧ ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଶାନ୍ତିଶୃଙ୍ଖଳାରେ ଚାଲିଛି ଝାରସୁଗୁଡା ଉପନିର୍ବାଚନ ପାଇଁ ମତଦାନ । ସକାଳ ୧୧ଟା ସୁଦ୍ଧା ୨୦ ଦଶମିକ ୩୮ ପ୍ରତିଶତ ଭୋଟ ଗ୍ରହଣ ହୋଇଛି । ୯ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ୨୫୩ ବୁଥରେ ଚାଲିଛି ଭୋଟ ଗ୍ରହଣ । ୨୫୩ଟି ବୁଥରୁ ୧୪୪ଟି ବୁଥ୍ ଉତ୍ତେଜନାପ୍ରବଣ ଓ ସମ୍ବେଦନଶୀଳ ରହିଥିବାବେଳେ ପ୍ରଥମ ଥର ପାଇଁ ସବୁ ବୁଥରେ ଓ୍ବେବକାଷ୍ଟିଂ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ