Masthead

ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ । ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦାନ କରିପାରନ୍ତି ବୋଲି କହିଛନ୍ତି ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ପୁରୀଠାରେ ଅନୁଷ୍ଠିତ ହେବାକୁ ଥିବା ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗଦାନ କରି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’