Masthead

ଇମ୍ରାନଙ୍କୁ ୧୪ ଦିନ ରିମାଣ୍ଡରେ ନେବାକୁ ଆବେଦନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ହୋଇଛନ୍ତି। ଗିରଫ ପରେ ପାକିସ୍ତାନରେ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହୋଇଛି। ଇମ୍ରାନ ଖାନଙ୍କୁ ବୁଧବାର କଡ଼ା ପୋଲିସ ସୁରକ୍ଷା ମଧ୍ୟରେ ରାଜଧାନୀ ଇସ୍ଲାମାବାଦର ଏକ ସ୍ୱତନ୍ତ୍ର ଅଦାଲତରେ ହାଜର କରାଯାଇଛି । ଇମ୍ରାନଙ୍କୁ ୧୪ ଦିନିଆ ରିମାଣ୍ଡରେ ନେବାକୁ ଦାବି କରିଛି ଦୁର୍ନୀତି ନିବାରଣ ସଂସ୍ଥା । ତାଙ୍କୁ ଜଷ୍ଟିସ ମହମ୍ମଦ ବସିରଙ୍କ ଅଧ୍ୟକ୍ଷତାରେ ଗଠିତ ସ୍ୱତନ୍ତ୍ର ଆକାଉଣ୍ଟିବିଲିଟି କୋର୍ଟରେ ହାଜର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ