Masthead

ପାକିସ୍ତାନରେ ୧୪୪ ଧାରା ଜାରି ହେବା ସହ ଇଣ୍ଟରନେଟ ସେବା ବନ୍ଦ

ପାକିସ୍ତାନ(ବଡ଼ ଖବର ବ୍ୟୁରୋ): ଇମ୍ରାନ ଖାଁଙ୍କ ଗିରଫଦାରୀକୁ ନେଇ ଜଳୁଛି ପାକିସ୍ତାନ । ସାରା ଦେଶରେ ୧୪୪ ଧାରା ଜାରି ହେବା ସହ ଇଣ୍ଟରନେଟ ସେବା ବନ୍ଦ । ବହୁ ସହରରେ ହିଂସାକାଣ୍ଡ ପାଇଁ ୬ ଜଣଙ୍କର ମୃତ ହେବା ସହ ଅନେକ ଆହତ ହୋଇଛନ୍ତି । ସେନା ମୁଖ୍ୟାଳୟରେ ବ୍ୟାପକ ଭଙ୍ଗାରୁଜା, ପୋଡ଼ାଜଳାରେ ହଜାରରୁ ଅଧିକ ପିଟିଆଇ ସମର୍ଥକ, କର୍ମକର୍ତ୍ତା ଗିରଫ ହୋଇଛନ୍ତି । ସେପଟେ ତୋଷଖାନା ମାମଲାରେ ଇମ୍ରାନଙ୍କ ବିରୋଧରେ ଚାର୍ଜ ଫ୍ରେମ୍ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା