Masthead

ସିନ୍ଦେ ବନାମ ଉଦ୍ଧବ, ଆଜି ରାୟ ଶୁଣାଇବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ସରକାରର ହେବ ଭାଗ୍ୟ ନିର୍ଦ୍ଧାରଣ । ଏକନାଥ ସିନ୍ଦେ ବନାମ ଉଦ୍ଧବ ଠାକରେ । ଏହି ବିବାଦକୁ ଆଜି ରାୟ ଶୁଣାଇବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଏକ ୫ ଜଣିଆ ଖଣ୍ଡପୀଠ ମାର୍ଚ୍ଚ ୧୬ରେ ଏହି ମାମଲା ଉପରେ ଶୁଣାଣି କରି ମାମଲାକୁ ସଂରକ୍ଷିତ ରଖିଥିଲେ । ଶୁଣାଣି ସମୟରେ ଉଦ୍ଧବ ଶିବିର ସିନ୍ଦେଙ୍କ ବିଦ୍ରୋହ ଏବଂ ତାଙ୍କ ସରକାର ଗଠନକୁ ବେଆଇନ ବୋଲି କହିଥିଲେ ସୁପ୍ରିମକୋର୍ଟ । ସେପଟେ ସିନ୍ଦେ ଗୋଷ୍ଠୀ କହିଛନ୍ତି ବିଧାନସଭାରେ ବିଭାଜନ ପରେ ରାଜ୍ୟପାଳ ଫ୍ଲୋର ଟେଷ୍ଟ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇ ସଠିକ ପଦକ୍ଷେପ ନେଇଛନ୍ତି । ଗତବର୍ଷ ବରିଷ୍ଠ ଶିବସେନା ନେତା ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ବିଧାୟକଙ୍କ ବିଦ୍ରୋହ ପରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଇସ୍ତଫା ଦେବାକୁ ପଡିଥିଲା । ଏକନାଥଙ୍କ ସହ ୧୬ ଜଣ ବିଧାୟକଙ୍କୁ ଉଦ୍ଦବ ଗୋଷ୍ଠୀ ଅଯୋଗ୍ୟ ଘୋଷଣା କରିବାକୁ ଦାବି ହୋଇଛି । ଏବେ ଏହି ମାମଲାର ରାୟ ଆସିବ । ଆଜି ଏହାର ଶୁଣାଣି କରିବେ ସୁପ୍ରିମକୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ