Masthead

ସୃଷ୍ଟି ହେଲା ବାତ୍ୟା, ୧୪ରେ କରିବ ଲ୍ୟାଣ୍ଡଫଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୃଷ୍ଟି ହେଲା ବାତ୍ୟା । ୧୪ ତାରିଖରେ କରିବ ଲ୍ୟାଣ୍ଡଫଲ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ‘ମୋକା’ ସୃଷ୍ଟି ହୋଇଛି । ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ, ମିଆଁମାର ମୁହାଁ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି।

ତେବେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା