Masthead

ରାଷ୍ଟ୍ରପତିଙ୍କ ଅପମାନକୁ ନେଇ ନାଗରିକ ମଞ୍ଚ ପକ୍ଷରୁ କଳାମାସ୍କ ପିନ୍ଧି ପ୍ରତିବାଦ

ବାରିପଦା (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କ ଅଭିଭାଷଣବେଳେ ଲାଇନ କଟିବା ପ୍ରସଙ୍ଗ । ନାଗରିକ ମଞ୍ଚ ପକ୍ଷରୁ ମୌନ ପ୍ରତିବାଦ । ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍ କାଟ ପ୍ରତିବାଦରେ ବାରିପଦା ଏଡିଏମ୍ କାର୍ଯ୍ୟାଳୟ ଏବଂ ରାଇରଙ୍ଗପୁରର ମହାତ୍ମାଗାନ୍ଧୀ ପ୍ରତିମୂର୍ତ୍ତି ସମ୍ମୁଖରେ ନାଗରିକ ମଞ୍ଚର ପକ୍ଷରୁ ମୌନ ପ୍ରତିବାଦ ଓ ଗଣ ଧାରଣା ଦିଅଯାଇଛି । ମୟୂରଭଞ୍ଜ ଜିଲ୍ଲା ନାଗରିକ ମଞ୍ଚ ଓ ବିଜେପି ପକ୍ଷରୁ ମୁଁହରେ କଳା ମାସ୍କ ପିନ୍ଧି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏଭଳି ପ୍ରତିବାଦ କରାଯିବା ସହିତ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..