ଜୁନ ୨୨ରେ ଆମେରିକା ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜୁନ ୨୨ରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଓ ଫାଷ୍ଟ ଲେଡ଼ି ଜିଲ୍‌ ବାଇଡେନ୍‌ଙ୍କ ଆମନ୍ତ୍ରଣ କ୍ରମେ ନରେନ୍ଦ୍ର ମୋଦି ଆମେରିକା ଯିବେ । ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ବାଇଡେନ୍‌ ଦମ୍ପତି ଏକ ନୈଶ୍ୟଭୋଜିର ଆୟୋଜନ କରିବେ। ମୋଦିଙ୍କ ଏହି ଗସ୍ତ ଭାରତ-ଆମେରିକା ସମ୍ପର୍କକୁ ଆହୁରି ବଢ଼ାଇବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ