Masthead

ସ୍ୱର୍ଣ୍ଣ ମନ୍ଦିର ନିକଟରେ ବୋମାମାଡ଼, ୫ ଗିରଫ

ପଞ୍ଜାବ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ଅମୃତସର ସ୍ୱର୍ଣ୍ଣ ମନ୍ଦିର ନିକଟରେ ପୁଣି ବିସ୍ଫୋରଣ । ବଳମ୍ବିତ ରାତିରେ ସ୍ୱର୍ଣ୍ଣ ମନ୍ଦିର ନିକଟରେ ବିସ୍ଫୋରଣ । ୫ ଦିନ ମଧ୍ୟରେ ସ୍ୱର୍ଣ୍ଣ ମନ୍ଦିର ନିକଟରେ ଏହା ତୃତୀୟ ବିସ୍ପୋରଣ । ବିସ୍ପୋରଣ ଘଟଣାରେ ୫ ଦୁର୍ବୃତ୍ତ ଗିରଫ ତଦନ୍ତ ଆରମ୍ଭ କରିଛି ପୋଲିସ। ଏହି ବିସ୍ଫୋରଣ ପଛର ଉଦ୍ଦେଶ୍ୟ ଶାନ୍ତି ଭଙ୍ଗ ବୋଲି ପୋଲିସ କହିଛି। ବିସ୍ଫୋରଣ ଘଟଣାର ତଦନ୍ତ ପାଇଁ ଫରେନ୍ସିକ ଟିମ୍  ସେଠାକୁ ଯାଇ ଛାନଭିନ୍ କରିଥିଲା ।

ସୂଚନା ଅନୁଯାୟୀ ବୁଧବାର ବିଳମ୍ବିତ ମଧ୍ୟରାତ୍ରିରେ ଅମୃତସର ସ୍ଥିତ ସ୍ୱର୍ଣ୍ଣମନ୍ଦର ନିକଟରେ ପ୍ରାୟ ୧ କିମି ଦୂର ଶ୍ରୀ ଗୁରୁ ରାମଦାସଙ୍କ ଆଶ୍ରମ ନିକଟରେ ଏହି ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଉକ୍ତ ଆଶ୍ରମରେ ତଦନ୍ତ କରି ୩ ଶ୍ରଦ୍ଧାଳୁଙ୍କୁ ପଚରାଉଚରା କରୁଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ