Masthead

ସଚିନ ପାଇଲଟଙ୍କ ‘ଜନ ସଙ୍ଘର୍ଷ ପଦଯାତ୍ରା’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଯୋଡୋ ଯାତ୍ରାପରେ ଏବେ ପଦଯାତ୍ରା । ରାହୁଲ ଗାନ୍ଧିଙ୍କ ପରେ କଂଗ୍ରେସ ଆଉ ଜଣେ ନେତା ଏବେ ପଦଯାତ୍ରାରେ ବାହାରିଛନ୍ତି । ମଙ୍ଗଳବାର ରାଜସ୍ଥାନର ପୂର୍ବ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଅଶୋକ ଗେହଲଟଙ୍କ ବିରୁଦ୍ଧରେ ‘ଜନ ସଂଘର୍ଷ ପଦଯାତ୍ରା’ ଆରମ୍ଭ କରିବାକୁ ଯାଉଛନ୍ତି । ସଚିନ ପାଇଲଟ ଏକ ସାମ୍ବାଦିକ ସମ୍ମିଳନୀ ଡାକିବା ସହ ୧୧ରୁ ଜନ ସଂଘର୍ଷ ଯାତ୍ରା ବାହାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସଚିନ ପାଇଲଟ ଅଜମେରରୁ ଜୟପୁର ପର୍ଯ୍ୟନ୍ତ ପ୍ରାୟ ୧୨୫ କିଲୋମିଟର ଜନ ସଂଘର୍ଷ ପଦ ଯାତ୍ରା କରିବେ।

ଏହି ପଦଯାତ୍ରାରେ ଉଦେ୍ଦଶ୍ୟ ହେଉଛି ଆରପିଏସସି କାଗଜ ଲିକ୍ ମାମଲାରେ ସରକାରଙ୍କ ନିଦ ଭଙ୍ଗ କରିବା। କାରଣ ଏହା କାଗଜ ଲିକ୍ ପ୍ରସଙ୍ଗରେ ରାଜସ୍ଥାନର ଯୁବକମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି ।  ଏହି ମାମଲାରେ ନିକଟରେ ଆରପିଏସସିର ସଚିବଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ ଯୁବକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ବିଷୟରେ ଆଲୋଚନା କରିବେ। କାଗଜ ଲିକ୍ ପ୍ରସଙ୍ଗରେ ଲୋକମାନେ ସେମାନଙ୍କ ସହ ଠିଆ ହେବେ । ସେମାନେ ଏଥିରୁ ମଧ୍ୟ ଲାଭ ପାଇବେ ବୋଲି ସେ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା