Masthead

ଚମ୍ପୁଆ ପୂର୍ବତନ ବିଧାୟକଙ୍କ ଘରେ ଆଇଟି ରେଡ

ଚମ୍ପୁଆ (ବଡ଼ ଖବର ବ୍ୟୁରୋ): ଚମ୍ପୁଆ ପୂର୍ବତନ ବିଧାୟକ ସନାତନ ମହାକୁଡଙ୍କ ଘରେ ରେଡ୍ । ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ଭୁବନେଶ୍ୱର, କେନ୍ଦୁଝର, ଯୋଡ଼ାରେ ଏକକାଳୀନ ଚଢାଉ କରାଯାଇଛି । ଆୟକର ବିଭାଗ ପକ୍ଷରୁ ମୋଟ ୧୦ଟି ସ୍ଥାନରେ ରେଡ ହୋଇଥିବା ସୂଚନା ମିଳିଛି ।

ଭୁବନେଶ୍ୱର ସହିଦ ନଗରରେ ଥିବା ବାସ ଭବନରେ ଚଢାଉ ଚାଲିଛି । ତାଙ୍କ ଘର ପାଖରେ ଥିବା ଅନ୍ୟ ଏକ ଘରେ ମଧ୍ୟରେ ରେଡ୍ କରାଯାଉଛି । ଏହା ସହ ସନାତନ ମହାକୁଡ଼ଙ୍କ ପିଏ ବିକାଶ ମହାନ୍ତିଙ୍କ ଘରେ ମଧ୍ୟ ରେଡ୍ କରାଯାଉଥିବା ସୂଚନା ମିଳିଛି । ଚଢ଼ାଉ ପାଇଁ ମହାକୁଡ଼ଙ୍କ ଘର ଆଗରେ ବିଏସଏଫ ଯବାନ ମୁତୟନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼