Masthead

ଝାରସୁଗୁଡ଼ାରେ ଫୁଟିଲା ଗୁଳି

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା କୋଲାବିରାରେ ଗୁଳିମାଡ । ଗୁଳିମାଡରେ ଜଣେ ଆହତ । ଜଣେ ନିଲମ୍ବିତ କନେଷ୍ଟବଳ ମାରିଲେ ଗୁଳି । ଗୁଳି ମାଡରେ ଆହତ ପଙ୍କଜ ଖଡ଼ିଆକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁଳିମାଡ କରିଥିବା ନିଲମ୍ବିତ କନେଷ୍ଟବଳ ହେଲେ କିଶୋର ମହାନନ୍ଦିଆ ।

କିଶୋର ଏବେ ଫେରାର ଅଛନ୍ତି । ବୁଧବାର ରାତିରେ କୋଲାବିରା ଖଡ଼ିଆପଡାରେ ପଙ୍କଜ ଖଡ଼ିଆ ନିଜ ଘର ସାମନାରେ ବୁଲୁଥିବା ବେଳେ ତରେଇକେଲା ଗାଁର କିଶୋର ମହାନନ୍ଦିଆ ଆସି ତା ସହ ବଚସା କରିଥିଲେ । ପରେ ୨ ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ । ଆହତ ପଙ୍କଜର କାନ୍ଧରେ ବାଜିଛି ଗୁଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ