Masthead

ନୀତୀଶ-ଉଦ୍ଧବ ଏକାଠି ପ୍ରେସମିଟ: ସିନ୍ଦେ ଛାଡ଼ନ୍ତୁ ସିଏମ ପଦ

ମହାରାଷ୍ଟ୍ର(ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିରୋଧରେ ବିରୋଧୀ ଦଳଙ୍କୁ ଏକଜୁଟ କରୁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ନେତା ନୀତୀଶ କୁମାର । ଓଡ଼ିଶାରେ ବିଜେଡି ମୁଖ୍ୟଙ୍କୁ ଭେଟିବା ପରେ ମହାରାଷ୍ଟ୍ର ଯାଇ ଉଦ୍ଧବ ଠାକରେ ଙ୍କ ସହ ଆଲୋଚନା କରିଛନ୍ତି । ଉଭୟଙ୍କ ଆଲୋଚନା ପରେ ନୀତୀଶ କୁମାର କହିଛନ୍ତି, ବିରୋଧୀ ଦଳ ଗୁଡିକୁ ଏକଜୁଟ କରିବାରେ ସେ ଉଦ୍ୟମ ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଯିଏ ବି ହୁଅନ୍ତୁ ନା କାହିଁକି ମୋଦିଙ୍କ ବିରୋଧରେ ଏକଜୁଟ ହୋଇ ଲଢେଇ ଜରୁରୀ ହୋଇ ପଡ଼ିଛି । ସେହପରି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧାବ ଠାକରେ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଟାର୍ଗେଟ କରିଛନ୍ତି । କୋର୍ଟଙ୍କ ମନ୍ତବ୍ୟ ପରେ ସେ ଫ୍ଲୋର ଟେଷ୍ଟକୁ ନଯାଇ ନୈତିକତା ଦୃଷ୍ଟିରୁ ଯେଉଁଭଳି ଇସ୍ତଫା ଦେଇଥିଲେ ଏବେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାର ସମୟ ଆସିଛି କୋର୍ଟଙ୍କ ମନ୍ତବ୍ୟ ପରେ ତୁରନ୍ତ ସେମାନେ ଇସ୍ତଫା ଦିଅନ୍ତୁ ବୋଲି ଉଦ୍ଧବ କହିଛନ୍ତି । ନୀତିଶଙ୍କ ସହ ବୈଠକ ବେଳେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ ଉଦ୍ଧବଙ୍କ ପୁଅ ଆଦିତ୍ୟ ଠାକରେ ଓ ତାଙ୍କ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ