Masthead

୧୫.୮ ପ୍ରତିଶତ ବୃଦ୍ଧି ପାଇଛି ମୁଣ୍ଡପିଛା ଆୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୯ ବର୍ଷରେ ୨ ଗୁଣା ହୋଇଛି ମୁଣ୍ଡପିଛା ଆୟ । ୨୦୧୪ରେ ଭାରତର ମୁଣ୍ଡପିଛା ଆୟ ବର୍ଷକୁ ୮୬.୪୬୭ ଥିଲା ଯାହା ଏବେ ବୃଦ୍ଧି ପାଇ୧.୭୨ ଲକ୍ଷରେ ପହଞ୍ଚିଛି । ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ବା ଏନଏସଓର ରିପୋର୍ଟ ଅନୁସାରେ, ମୋଦି ସରକାରଙ୍କ ୯ ବର୍ଷ ଶାସନ ମଧ୍ୟରେ ଏହି ସଫଳତା ହାସଲ କରାଯାଇଛି। ମୁଣ୍ଡପିଛା ଆୟକୁ ଏନଏସଓ ୨୦୨୦-୨୧ ପାଇଁ ୧,୨୭,୦୬୫ ଟଙ୍କା ଏବଂ ୨୦୨୧-୨୨ ପାଇଁ ୧,୪୮,୫୨୪ ଟଙ୍କା ଆକଳନ କରିଛି। ବର୍ତ୍ତମାନ ଭାରତରେ ମୁଣ୍ଡପିଛା ଆୟ ଗତ ବର୍ଷ ତୁଳନାରେ ୧୫.୮ ପ୍ରତିଶତ ବୃଦ୍ଧି ପାଇଛି। ଭାରତର ଅର୍ଥନୀତି ସମ୍ପୂର୍ଣ୍ଣ ସୁସ୍ଥ ଏବଂ ମୁଣ୍ଡପିଛା ଆୟ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ଏହି ରିପୋର୍ଟରୁ ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ