Masthead

କୋଲକାତାକୁ ୯ ୱିକେଟରେ ହରାଇଲା ରାଜସ୍ଥାନ

ହାଇଦ୍ରାବାଦ (ବଡ଼ ଖବର ବ୍ୟୁରୋ): ଆଇପିଏଲର ୫୬ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସକୁ ୯ ୱିକେଟରେ ହରାଇ ବିଜୟୀ ହୋଇଛି ରାଜସ୍ଥାନ । ଯଶସ୍ୱୀ ଜୟଶ୍ୱାଲ ଧୂଆଁଧାର ଅର୍ଦ୍ଧଶତକ ବଳରେ ରାଜସ୍ଥାନ ରୟାଲ୍ସ ୯ ୱିକେଟରେ କୋଲକାତା ନାଇଟ୍ ରାଇଡର୍ସକୁ ପରାସ୍ତ କରିଛି। ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ରାଜସ୍ଥାନ । ଏହାପରେ ପ୍ରଥମେ ବ୍ୟାଟିଂ ପାଇଁ ପଡିଆକୁ ଓହ୍ଲାଇଥିଲା କୋଲକାତା । ନିର୍ଦ୍ଧାରିତ ୨୦ ଓଭରରେ କୋଲକାତା ୮ ୱିକେଟ ହରାଇ ୧୪୯ ରନ ସଂଗ୍ରହ କରିଥିଲା ।

ଏହାପରେ ୧୫୦ ରନର ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଓହ୍ଲାଇଥିଲା ରାଜସ୍ଥାନ । ମାତ୍ର ଗୋଟିଏ ୱିକେଟ ହରାଇ ୧୩.୧ ଓଭରରେ ଦଳ ୧୫୧ ରନ କରି କୋଲକାତା ବିପକ୍ଷରେ ଏହି ସହଜ ବିଜୟ ହାସଲ କରିଥିଲା । ଏହି ମ୍ୟାଚରେ ପ୍ଲେୟାର ଅଫ୍ ଦି ମ୍ୟାଚ ହୋଇଥିଲେ ଯଶସ୍ୱୀ ଜୟଶ୍ୱାଲ । କୋଲକାତା ପକ୍ଷରୁ ଭେଙ୍କେଟେସ ଆୟର ୫୭ ରନ୍, ଅଧିନାୟକ ନୀତିଶ ରାଣା ୨୨ ରନ୍ କରିଥିଲେ । ରାଜସ୍ଥାନ ପକ୍ଷରୁ ଚହଲ ସର୍ବାଧିକ ୪ଟି ୱିକେଟ ହାସଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ