Masthead

ଟ୍ୱିଟର ସିଇଓ ପଦ ଛାଡ଼ିବେ ଏଲନ ମସ୍କ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ଖୁବଶୀଘ୍ର ଟ୍ୱିଟର ସିଇଓ ପଦ ଛାଡ଼ିବେ ଏଲନ ମସ୍କ । ଏନେଇ ଟ୍ୱିଟ୍ କରି ସୂଚନା ଦେଲେ ଏଲନ ମସ୍କ । ଜଣେ ମହିଳା ସିଇଓ ପଦ ସମ୍ଭାଳିବେ ବୋଲି ମସ୍କଙ୍କ ଘୋଷଣା କରିଛନ୍ତି । ସିଇଓ ପଦରୁ ଇସ୍ତଫା ପରେ କାର୍ଯ୍ୟକାରୀ ଅଧ୍ୟକ୍ଷ ଭୂମିକା ନେବେ ମସ୍କ । ଗୁରୁବାର ଦିନ ଟ୍ୱିଟ କରି ମସ୍କ୍‌ କହିଛନ୍ତି, ପ୍ରାୟ ୬ ସପ୍ତାହ ମଧ୍ୟରେ କମ୍ପାନିର ନୂଆ ‘ସିଇଓ’ ନିଯୁକ୍ତି ପାଇବେ।

ସେପଟେ ୟାକାରିନୋ ନୂଆ ସିଇଓ ହୋଇପାରନ୍ତି ବୋଳି ଚର୍ଚ୍ଚା ହେଉଛି । ୟାକାରିନୋ ‘ଏନ୍‌ବିସି ୟୁନିଭର୍ସାଲ୍‌ ମିଡିଆ’ରେ ବୈଶୟିକ ବିଜ୍ଞାପନ ଏବଂ ଭାଗୀଦାରିତାର ଅଧ୍ୟକ୍ଷା ଅଛନ୍ତି। ଏ ସଂକ୍ରାନ୍ତରେ ବିବୃତି ଦେବା ପାଇଁ ତାଙ୍କୁ କରାଯାଇଥିବା ଇ-ମେଲ୍‌ର ସେ ଜବାବ ଦେଇ ନାହାନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ