ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବଦଳି ଦାବିରେ ସ୍ୱୟଂସହାୟକ ଗୋଷ୍ଠୀର ମହିଳାଙ୍କ ଧାରଣା

ବସ୍ତା(ବଡ଼ ଖବର ବ୍ୟୁରୋ): ସିଡିପିଓଙ୍କ ଅଫିସରେ ତାଲା ପକାଇଲେ ମହିଳା । ବାଲେଶ୍ଵର ଜିଲ୍ଲା ବସ୍ତା ସିଡିପିଓଙ୍କ ମନମୁଖି କାର୍ଯ୍ୟକୁ ବିରୋଧ କରି ସିଡିପିଓଙ୍କ ଅଫିସରେ ତାଲା ପକାଇ ଅଫିସ୍ ସମ୍ମୁଖରେ ଧାରଣାରେ ବସିଲେ ବସ୍ତା ବ୍ଲକର ସମସ୍ତ ସ୍ୱୟଂସହାୟକ ଗୋଷ୍ଠୀର ମହିଳା । ସିଡିପିଓ ତାଙ୍କ ସ୍ୱାମୀଙ୍କ ପ୍ରରୋଚନାରେ ବିଭିନ୍ନ ସମୟରେ ସ୍ୱୟଂସହାୟକ ଗୋଷ୍ଠୀକୁ ହଇରାଣ କରୁଥିବା ନେଇ ଅଭିଯୋଗ ହୋଇଛି । ତେଣୁ ଏଭଳି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବଦଳି ଦାବିରେ ଅଫିସ ସମ୍ମୁଖରେ ବିକ୍ଷୋଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ