Masthead

‘ଜନତାଙ୍କୁ ଅନ୍ତିମ ନିର୍ଣ୍ଣୟ ନେବାକୁ ଦିଅନ୍ତୁ’

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):  ବିଜେପି ଓ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ଉଦ୍ଧବ କହିଛନ୍ତି ଯେ ଜନତାଙ୍କୁ ଅନ୍ତିମ ନିର୍ଣ୍ଣୟ ନେବାକୁ ଦିଅନ୍ତୁ। ମୁମ୍ବାଇରେ ଏକ ପ୍ରେସକନଫରେନ୍ସ କରି ଉଦ୍ଧବ କହିଛନ୍ତି, ଆସନ୍ତୁ ସମସ୍ତ ନୂତନ ନିର୍ବାଚନର ସମ୍ମୁଖୀନ ହେବା ଏବଂ ଲୋକଙ୍କୁ ଚୂଡ଼ାନ୍ତ ନିଷ୍ପତ୍ତି ନେବାକୁ ଦିଅନ୍ତୁ। ଯେହେତୁ ମୁଁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲି, ଏକନାଥ ଶିନ୍ଦେ ମଧ୍ୟ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ