Masthead

‘ମୁଁ ବି ଶୁଣିନି ମଙ୍କି ବାତ’, ମତେ ମଧ୍ୟ କ’ଣ ଶାସ୍ତି ମିଳିବ?

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମର ୧୦୦ତମ ଏପିସୋଡରେ ସାମିଲ ନ ହେବାରୁ ୩୬ ଜଣ ନିର୍ସିଂ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏବେ ଏହାକୁ ନେଇ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଏମପି ମହୁଆ ମୋଇତ୍ର ଏକ ବିବାଦୀୟ ଟ୍ୱିଟ କରିଛନ୍ତି। ସେ ‘ମନ କି ବାତ’କୁ ‘ମଙ୍କି ବାତ’ ବୋଲି କହିଦେଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ମୁଁ ମଧ୍ୟ ‘ମଙ୍କି ବାତ୍‌’ ଶୁଣେନାହିଁ। ଥରେ ହେଲେ ଶୁଣି ନାହିଁ । କେବେ ବି ଶୁଣିନାହିଁ। ମତେ ମଧ୍ୟ କ’ଣ ଶାସ୍ତି ମିଳିବ? ମତେ କ’ଣ ସପ୍ତାହକ ପାଇଁ ଘରୁ ବାହାରକୁ ଛଡ଼ାଯିବ ନାହିଁ। ସତରେ ମୁଁ ଖୁବ୍‌ ଚିନ୍ତିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ