Masthead

ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇମ୍ରାନ ଖାନଙ୍କୁ ବଡ଼ ଆଶ୍ୱସ୍ତି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି । ଇସଲାମାବାଦ ହାଇକୋର୍ଟରୁ ମିଳିଲା ଜାମିନ । ୨ ସପ୍ତାହ ପାଇଁ ଜାମିନ ଦେଲେ ଇସଲାମାବାଦ ହାଇକୋର୍ଟ । ଆଲ୍ କାଦିର ଟ୍ରଷ୍ଟ ମାମଲାରେ ଇସଲାମାବାଦ ହାଇକୋର୍ଟରୁ ମିଳିଲା ଜାମିନ ।

କେବଳ ସେତିକି ନୁହେଁ ଏହା ପୂର୍ବରୁ ହାଇକୋର୍ଟ ତୋଶାଖାନା ମାମଲାରେ ଇମ୍ରାନଙ୍କ ଉପରେ ଚାଲିଥିବା ଅପରାଧିକ ମାମଲା ଉପରେ ରୋକ୍ ଲଗାଇଛନ୍ତି । ହେଲେ ଅନ୍ୟ ମାମଲା ଗୁଡିକରେ ଯଦି ଶୁକ୍ରବାର ଦିନ ତାଙ୍କୁ ଜାମିନ ନମିଳେ ତେବେ ଇମ୍ରାନଙ୍କୁ ପୁଣି ଜେଲ ଯିବାକୁ ପଡିବ । ସେପଟେ ପାକିସ୍ତାନରେ ଦେଖାଦେଇଥିବା ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପାକିସ୍ତାନ କ୍ୟାବିନେଟରେ ଏମରଜେନ୍ସି ଲଗାଇବାକୁ ପରାମର୍ଶ ଦେଇଛନ୍ତି । ଏହା ଉପରେ ପ୍ରଧାନମନ୍ତ୍ରୀ ଶାହାବାଜ ଘୋଷଣା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର