କଂଗ୍ରେସ ଅଫିସରେ ମାରପିଟ୍

କୋଇଡା  (ବଡ଼ ଖବର ବ୍ୟୁରୋ): ରାଉରକେଲା କଂଗ୍ରେସ ଅଫିସରେ ମାରପିଟ୍ । ରାଉରକେଲା କଂଗ୍ରେସର ସ୍ଥିତି ଏମିତି ହେଲାଣି ଯେ କର୍ମକର୍ତ୍ତା ମାରପିଟ୍ ହେଲେଣି । ସେକ୍ଟର ୨୧ ରାଉରକେଲା ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଥିଲା ବୈଠକ। ବୈଠକ ପୂର୍ବରୁ ପିସିସି ସଭାପତି ଶରତ ପଟ୍ଟନାୟକ ବନାମ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସମର୍ଥକ ମଧ୍ୟରେ ହୋଇଥିଲା କଥା କଟାକଟି ।

ଶେଷରେ ବରିଷ୍ଠ କଂଗ୍ରସ ନେତା ତଥା ରାଉରକେଲା ଜିଲ୍ଲା କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ସବିର ହୁସେନଙ୍କ ସହ ଏଆଇସିସି ସଦସ୍ୟ ଉମେଶ ସରନଙ୍କ ମଧ୍ୟରେ ପ୍ରଥମେ କଥା କଟାକଟି ପରେ ମାରପିଟ୍ ହୋଇଥିଲା । ପରିସ୍ଥିତି ଏମିତି ହେଲା ଯେ ଦୁଇ ବରିଷ୍ଠ ତଳେ ଗଡାଗାଡ଼ି ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ