Masthead

ପ୍ରଥମ ରାଉଣ୍ଡରେ ଦୀପାଲି ଆଗୁଆ

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଭୋଟ ଗଣତି ନିର୍ଦ୍ଦାରିତ ସମୟ ସକାଳ ୮ ଟାରୁ ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲେଟ ଗଣତି ଆରମ୍ଭ ହୋଇଥିଲା । ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ଦୀପାଲି ଦାସ ଆଗରେ ଅଛନ୍ତି । ଦୀପାଲିଙ୍କୁ ୫୮୪୪ ଭୋଟ ମିଳିଥିବାବେଳ ଦ୍ୱିତୀୟରେ ଅଛନ୍ତି ବିଜେପି ପ୍ର୍ରାର୍ଥୀ ଟଙ୍କଧର ତ୍ରିପାଠୀ । ସେ ପାଇଛନ୍ତି ୩୨୩୮ ଭୋଟ । କଂଗ୍ରେସର ତରୁଣ ପାଣ୍ଡେଙ୍କ ସପକ୍ଷେରେ ୧୨୩ ଭୋଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି