Masthead

ଝାରସୁଗୁଡ଼ାରେ ଦୀପାଲିଙ୍କ ବୃହତ ବିଜୟ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବାଜିମାତ୍ । ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବୃହତ ବିଜୟ । ରେକର୍ଡ ସଂଖ୍ୟକ ଭୋଟରେ ଜିତିଛି ବିଜେଡି । ୪୮, ୭୨୧ ଭୋଟରେ ଜିତିଲା ବିଜେଡି । ଦୀପାଳିଙ୍କୁ ୧ଲକ୍ଷ ୭ହଜାର ୬ଶହ ୩ ଭୋଟ୍ ମିଳିଛି । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କୁ ୫୮ ହଜାର ୩୮୪ ଭୋଟ ମିଳିଛି । କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ୪ହଜାର ୪୭୩ ଭୋଟ୍ ମିଳିଛି । ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଛନ୍ତି ଝିଅ ଦୀପାଳ ଦାସ । ୨୦୧୯ରେ ନବ ଦାସ ପାଇଥିଲେ ୯୮ହଜାର ଭୋଟ । ୨୦୧୯ରେ ନବ ୪୫୬୯୯ ଭୋଟରେ ଜିତିଥିଲେ । ନବ ଦାସଙ୍କୁ ମିଳିଥିଲା ୯୮୬୨୦ ଭୋଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା