Masthead

ଝାରସୁଗୁଡ଼ାରେ ଫଳାଫଳ ପରବର୍ତ୍ତୀ ହିଂସା

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ାରେ ନିର୍ବାଚନ ପରବର୍ତ୍ତୀ ହିଂସା । ବିଜେଡି ପ୍ରାର୍ଥୀଙ୍କ ବିଜୟ ପରେ ଆରମ୍ଭ ହୋଇଛି ହିଂସା । ସଦର ବ୍ଲକ ଶ୍ରୀପୁର ପଞ୍ଚାୟତର ବିଜେପି ସଭାପତି ସୁବ୍ରତ ପ୍ରଧାନ ଭୁଜାଲି ଆକ୍ରମଣରେ ଗୁରୁତର ହୋଇ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଏହି ଘଟଣା ପରେ ଶ୍ରୀପୁରା ପଞ୍ଚାୟତରେ ଉତ୍ତେଜନା ଲାଗିରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ