Masthead

ସ୍ଥଳଭାଗ ଛୁଇଁପାରେ ‘ମୋକା’, ୧୭୦ ରୁ ୧୮୦ କିଲୋମିଟର ରହିବ ପବନର ବେଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସ୍ଥଳଭାଗ ଛୁଇଁପାରେ ‘ମୋକା’ । ଘଣ୍ଟାପ୍ରତି ପବନର ବେଗ ୧୭୦ ରୁ ୧୮୦ କିଲୋମିଟର ରହିବ । ଗତକାଲି ବାତ୍ୟା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବା ବେଳେ ଘଣ୍ଟା ପ୍ରତି ୧୪କିମି ବେଗରେ ଉତ୍ତରପୂର୍ବ ଦିଗରେ ଗତି କରି ‌ବାଂଲାଦେଶ, ମିଆଁମାର ମୁହାଁ ହେଇଛି । ଏହା ଧିରେଧିରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର ଉପକୂଳ ମଧ୍ୟ ଦେଇ ଅତ୍ୟନ୍ତ ଭୀଷଣ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁବ । ସ୍ଥଳବିଶେଷରେ ଏହା ଘଣ୍ଟା ପ୍ରତି ୨୦୦ କିମି ଛୁଇଁଯିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ