Masthead

ଆଜିଠୁ ଭିତର ଚନ୍ଦନଯାତ୍ରା, ୨୧ ଦିନ ଧରି ଚାଲିବ ନୀତିକାନ୍ତିି

ପୁରୀ (ବଡ଼ ଖବର ବ୍ୟୁରୋ): ସରିଲା ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ଆଜି ଠୁ ୨୧ ଦିନ ଧରି ଆରମ୍ଭ ହେବ ଭିତର ଚନ୍ଦନଯାତ୍ରା ।  ଶ୍ରୀମନ୍ଦିର ଭିତର ବେଢା ଓ ବାହାର ବେଢା ଥିବା ଜଳକ୍ରୀଡ଼ା ମଣ୍ଡପରେ ଶ୍ରୀଜିଉଙ୍କ ଜଳକ୍ରୀଡ଼ା ନୀତି କରାଯିବ । ପ୍ରତିଦିନ ଆଲଟ ଲାଗି ଓ ଚନ୍ଦନ ଲାଗି ନୀତି କରାଯିବା ସହ ପଣା ଭୋଗ ଅନୁଷ୍ଠିତ ହେବ । ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳଷ୍ଠୀ ଓ ରୁକ୍ମିଣୀ ବିବାହ ଦିନ ମହାପ୍ରଭୁଙ୍କ ଜଳକ୍ରୀଡା ନୀତି ଅନୁଷ୍ଠିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ୫ ବର୍ଷ ଧରି ପୋଖରୀରେ ନାବାଳକ 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ