Masthead

କ୍ରିଷ୍ଣା ସାଗର ହ୍ରଦରେ ବୁଡ଼ି ୫ ନାବାଳକ ମୃତ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):  କ୍ରିଷ୍ଣା ସାଗର ହ୍ରଦରେ ବୁଡ଼ି ୫ ନାବାଳକ ମୃତ । ଗୁଜରାଟ ବୋଟାଡ ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ଗାଧୋଇବା ବେଳେ ପ୍ରଥମେ ୨ ନାବାଳକ ବୁଡ଼ି ଯାଇଥିଲେ । ସେମାନଙ୍କୁ ବଞ୍ଚାଇବାକୁ ଯାଇ ଆଉ ୩ ବି ବୁଡ଼ିଗଲେ । ସମସ୍ତ ମୃତକଙ୍କ ବୟସ ୧୬ରୁ ୧୭ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସେମାନେ ସମସ୍ତେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଶନିବାର ଦିନ ଦୁଇଜଣ ପିଲା ହ୍ରଦରେ ପହଁରୁଥିବା ବେଳେ ବୁଡ଼ିଯାଇଥିଲେ । ଘଟଣାସ୍ଥଳରେ ଥିବା ଆଉ ୩ଜଣ ପିଲାମାନେ ସେମାନଙ୍କୁ ଉଦ୍ଧାର କରିବାକୁ ହ୍ରଦକୁ ଡେଇଁପଡ଼ିଲେ। କିନ୍ତୁ, ସେମାନେ ବି ବୁଡ଼ିଯାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି