Masthead

ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ଗୁଳିବିନିମୟ

ଜାମ୍ମୁ କାଶ୍ମୀର(ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀର ଅନନ୍ତନାଗରେ ଗୁଳିବିନିମୟ । ଆତଙ୍କବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି । ୨-୩ ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ । ଏନେଇ କାଶ୍ମୀର ଜୋନ୍ ପୋଲିସ ଟ୍ୱିଟ କରି ସୂଚନା ଦେଇଛି । ଘଟଣା ସ୍ଥଳରେ ପୋଲିସ ଏବଂ ସୁରକ୍ଷାକର୍ମୀ ଉପସ୍ଥିତଥିବା ବେଲେ ସମ୍ପୂର୍ଣ୍ଣ ଅଞ୍ଚଳକୁ ସିଲ୍ କରାଯାଇଛି । ପୂର୍ବରୁ ରାଜୌରୀରେ ଆତଙ୍କବାଦୀଙ୍କ ସହ ସେନାର ଗୁଳିବିନିମୟ ହୋଇଥିଲା । ଯେଉଁଥିରେ ୫ ଯବାନ ଶହୀଦ ହୋଇଥିଲେ । ଏହାପରଠୁ ସେନା ପକ୍ଷରୁ ଆତଙ୍କୀ ନିପାତ ଅଭିଯାନ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼