Masthead

ସରିଲା ରାଘବ-ପରୀଙ୍କ ନିର୍ବନ୍ଧ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଆପ ସାଂସଦ ରାଘବ ଚଢା ଓ ବଲିଉଡ ଅଭିନେତ୍ରୀ ପରିଣତି ଚୋପ୍ରାଙ୍କ ସରିଛି ନିର୍ବନ୍ଧ । ଦୀର୍ଘ ଦିନର ପ୍ରତିକ୍ଷା ପରେ ଦୁହିଁଙ୍କ ନିର୍ବନ୍ଧ ଦିଲ୍ଲୀର କପୁରଥଲା ହାଉସରେ ରୀତିନୀତିରେ ସମ୍ପନ୍ନ ହୋଇଛି। ଦୁଇ ଜଣଙ୍କ ଲୁକ ବହୁତ ଆର୍କଷଣୀୟ ଥିଲା । ପରିଣିତି କ୍ରିମ୍ କଲର ସୁଟରେ ନଜର ଆସିଥିବାବେଳ ରାଘବ ଧଳା କୁର୍ତ୍ତାରେ ନଜର ଆସିଥିଲେ ।

ବହାଘର ପୂର୍ବରୁ ନିର୍ବନ୍ଧକୁ ଖୁବ ଧୂମଧାମରେ ସେଲିବ୍ରେଟ କରିଥିଲେ ଏଇ କପଲ । ଦୁହିଁଙ୍କ ନିର୍ବନ୍ଧ ପରର ଫଟୋ ସୋଶାଲ ମିଡିଆରେ ସେୟାର କରିଛନ୍ତି ରାଘବ। ସେପଟେ ପରିଣୀତି-ରାଘବଙ୍କ ନିର୍ବନ୍ଧରେ ଯୋଗଦେଇଥିଲେ ପରିଣିତଙ୍କ ଭଉଣୀ ପ୍ରିୟଙ୍କା ଚୋପ୍ରା । ସେହିପରି ଅତିଥି ଭାବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱତ ମନ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ଅନେକ ସେଲିବ୍ରିଟି ମଧ୍ୟ ଯୋଗଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା