Masthead

କରଞ୍ଜିଆରେ ପାଗଳ କୁକୁର ଆତଙ୍କ, ୧୩ ଆହତ

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): କରଞ୍ଜିଆରେ ପାଗଳ କୁକୁର ଆତଙ୍କ । ପାଗଳ କୁକୁର କାମୁଡ଼ାରେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁତୁରତ ଆହତ ହୋଇଥିବା ୧୩ ଜଣଙ୍କ ମଧ୍ୟରୁ ୨ ଜଣ ବାଳିକା ଥିବାବେଳେ ୧୧ ଜଣ ବୟସ୍କ ଲୋକଥିବା ଜଣାପଡିଛ । ଆହତମାନେ ଯଶିପୁର ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି । ତେବେ ବର୍ତ୍ତମାନ ସୁଧା ପ୍ରଶାସନ ପକ୍ଷରୁ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ