Masthead

ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ଘର

ଦାଶରଥପୁର (ବଡ଼ ଖବର ବ୍ୟୁରୋ):  ଭୟାବହ ଅଗ୍ନିକାଣ୍ଡ ଯୋଗୁ ଜଳିଗଲା ୩ ବଖରା ଘର । ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଡାହାଣହତା ପଞ୍ଚାୟତ ତେନ୍ତୁଳିଡିହ ଗ୍ରାମରେ । ବିଳମ୍ବିତ ରାତିରେ ଘଟିଛି ଅଘଟଣ । ଅଗ୍ନିକାଣ୍ଡରେ ଜଳିପୋଡି ସବୁ ଛାରଖାର ହୋଇଯାଇଛି ।

ଖବର ପାଇ ଘଟଣାସ୍ଥଳରେ ଦଶରଥପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ପରେ ମଲ୍ଲୀକାପୁର ଆରଆଇ ପହଞ୍ଚି ଇନକ୍ୱାରି କରିବା ସହିତ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା