Masthead

ହାତ ଛାଡ଼ିଲେ ପୁଲିନ

ଦଶରଥପୁର (ବଡ଼ ଖବର ବ୍ୟୁରୋ):ଯାଜପୁର ଜିଲ୍ଲାରେ କଂଗ୍ରେସକୁ ବଡ଼ ଝଟକା । ଏଆଇସିସି ସଦସ୍ୟ ପୁନିଲ ପୁହାଣ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । କଂଗ୍ରେସରେ ଥିବା କିଛି ନେତା ଶାସକ ଦଳ ସହ ସାଲିସ କରି ନିଜର ବେପାରରେ ବ୍ୟସ୍ତ ଅଛନ୍ତି । ଭୋଟ ସମୟରେ ଶାସକ ଦଳ ନିକଟରେ ବିକ୍ରି ହୋଇଯାଉଛନ୍ତି । ଫଳରେ ଯାଜପୁର ଜିଲ୍ଲାରେ କଂଗ୍ରେସ ଦଳ ଅସ୍ତିତ୍ବ ହରାଇବାକୁ ଯାଉଛି । ଏଥିରେ ଯୁବକମାନଙ୍କୁ ଅଧିକାର ଦିଆଯାଉନାହିଁ ବୋଲି ସେ ଅଭିଯୋଗ କରିଛନ୍ତି । ସେ ଆଗକୁ ସାଧାରଣ ଲୋକଙ୍କ ପାଇଁ ରାଜନୀତିରେ ରହିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା