ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ସନ୍ଧ୍ୟା ୬ଟା ୩୦ରୁ ଭୁବନେଶ୍ୱରରୁ ଦୁବାଇକୁ ବିମାନ ସେବା ଆରମ୍ଭ ହେବ । ପ୍ରଥମ ଦିନରେ ଦୁବାଇ ଯିବାକୁ ସମସ୍ତ ଟିକେଟ ବୁକିଂ ସରିଛି । ଦୁବାଇକୁ ଯିବା ଆସିବା ପାଇଁ ଟିକେଟ ମୂଲ୍ୟ ୨୦ ହଜାର ଟଙ୍କା ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ଟିକେଟ୍ ବୁକିଂ ବେଳକୁ ଏହା ୨୬ରୁ ୨୮ ହଜାର ଟଙ୍କା ଦେଖାଉଛି । ଯାହାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!