Masthead

ଆଜି ଶପଥ ନେବେ ଦୀପାଲି ଦାସ, ମନ୍ତ୍ରିମଣ୍ଡଳର ଅଦଳବଦଳରେ ମିଳିପାରେ ସ୍ଥାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଶପଥ ନେବେ ଦୀପାଲି ଦାସ । ଝାରସୁଗୁଡ଼ାକୁ ମିଳିବ ନୂଆ ବିଧାୟିକା । ଉପ ବାଚସ୍ପତି ରଜନୀକାନ୍ତ ସିଂହ ଦୀପାଲିଙ୍କୁ ଶପଥପାଠ କରାଇବେ । ଗତକାଲି ଝାରସୁଗୁଡାରୁ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ନବୀନ ନିବାସ ଯାଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ ପଟ୍ଟନାୟକ ଏକ ଟ୍ୱିଟ କରିଛନ୍ତି । ସେ ଲେଖିଛନ୍ତି, ଝାରସୁଗୁଡ଼ାର ବିକାଶକୁ ଆଗେଇ ନେବା ସହ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ସମର୍ପିତ ଭାବେ କାର୍ୟ୍ୟ କରିବାକୁ ଦୀପାଲିଙ୍କୁ ପରାମର୍ଶ ଦେଲି। ଶପଥ ନେବା ପରେ ହୁଏତ ମନ୍ତ୍ରିମଣ୍ଡଳର ଅଦଳବଦଳରେ ଦୀପାଲିଙ୍କୁ ସ୍ଥାନ ମିଳିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି