Masthead

ଇନଷ୍ଟା ପୋଷ୍ଟକୁ ନେଇ ତୁମୁଳକାଣ୍ଡ, ୧୪୪ ଜାରି

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ତୁମୁଳକାଣ୍ଡ । ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି ସହ ପଥର ମାଡ଼ । ଏଭଳି ଘଟଣା ଘଟିଛି ମହାରାଷ୍ଟ୍ରର ଅକୋଲା ଜିଲାରେ । ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ଓ ପଥର ମାଡ ହୋଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ  ହୋଇଛି । ୮ଜଣ ଆହତ ହୋଇଛନ୍ତି। ଶନିବାର ରାତିରେ ଅକୋଲାର ପୁରୁଣା ସିଟି ପୋଲିସ ଷ୍ଟେସନ ନିକଟରେ କିଛି ଉତ୍ତ୍ୟକ୍ତ ବ୍ୟକ୍ତି ଯାନବାହନରେ ନିଆଁ ଲଗାଇ ଦେଇଛନ୍ତି।

ଘଟଣାସ୍ଥଳରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ସହ ୧୪୪ ଧାରା ଲଗାଯାଇଛି। ହିଂସାକାଣ୍ଡରେ ୮ଜଣ ସାଧାରଣ ଲୋକଙ୍କ ସମେତ ୨ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଧାର୍ମିକ ନେତାଙ୍କ ଉପରେ ଆପତ୍ତିଜନକ ପୋଷ୍ଟକୁ ନେଇ ଆରମ୍ଭ ହୋଇଥିଲା ହିଂସା । ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଟିଅର ଗ୍ୟାସ ବ୍ୟବହାର କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ