Masthead

ଆରିୟା ପ୍ଲାଣ୍ଟରେ ଫାଟିଲା ସିଲିଣ୍ଡର, ୩ ଗୁରୁତର

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ବଡ଼ବିଲ ମାଟକାମବେଡ଼ା ଠାରେ ଥିବା ଆରିୟା ଆଇରନ ଆଣ୍ଡ ଷ୍ଟିଲ ପ୍ଲାଣ୍ଟରେ ଦୁର୍ଘଟଣା, ୩ ଜଣ ଗୁରୁତର । ଗୁରୁତରଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟପନ୍ନ ରହିଛି । ବଡ଼ବିଲ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସାପରେ ସମସ୍ତଙ୍କୁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଗୁରୁତରମାନେ ହେଲେ କ୍ରିଷ୍ଣା ଦାସ , କରନ ମହାନ୍ତ, ଓ ପ୍ରେମ ଶଙ୍କର ଶର୍ମା ।

ଏକ ଗ୍ୟାସ ଏଜେନ୍ସୀ ପକ୍ଷରୁ କାରଖାନାକୁ ଅକ୍ସିଜେନ ସିଲିଣ୍ଡର ସପ୍ଲାଏ କରାଯାଉଥିଲା । ସଂପୃକ୍ତ ଏଜେନ୍ସି ତରଫରୁ କିଛି ଶ୍ରମିକ ଗାଡିରେ ଅକ୍ସିଜେନ ସିଲିଣ୍ଡର ନେଇ ପ୍ଲାଣ୍ଟ ପରିସରରେ ସିଲିଣ୍ଡର ଅନଲୋଡ଼ କରୁଥିବା ସମୟରେ ହଠାତ୍ ଏକ ସିଲିଣ୍ଡର ବ୍ଲାଷ୍ଟ୍ ହୋଇଥିଲା, । ଯାହା ଫଳରେ ୩ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଆହତ କ୍ରିଷ୍ଣା ଦାସଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ