Masthead

ଭୟଙ୍କର ଦୁର୍ଘଟଣା, ଗୋଟିଏ ପରିବାରରୁ ଆଖିବୁଜିଲେ ୬ ସଦସ୍ୟ

ଛତିଶଗଡ଼ (ବଡ଼ ଖବର ବ୍ୟୁରୋ): ଭୟଙ୍କର ଦୁର୍ଘଟଣା, ଗୋଟିଏ ପରିବାରରୁ ଆଖିବୁଜିଲେ ୬ ସଦସ୍ୟ । ଏଭଳି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ବାଲୋଦା ବଜାର ଜିଲା ପାଲାରିଠାରେ । ଟ୍ରକ୍‌-ପିକ୍‌ଅପ୍‌ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି । ୧୦ରୁ ଅଧିକ ଆହତ ହୋଇଥିବା ସୁଚନା ମିଳିଛି । ଆହତମାନଙ୍କ ଚିକିତ୍ସା ପାଲାରିସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବାଲୋଡାବଜାର ଜିଲା ଡାକ୍ତରଖାନାରେ ଚିକିତ୍ସା ଚାଲିଛି।

ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ପିକ୍‌ଅପ୍‌ରେ ଗୋଟିଏ ପରିବାରର ୧୦ରୁ ଊର୍ଦ୍ଧ୍ୱ ଲୋକ ଯାଉଥିବାବେଳେ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଖବର ପାଇ ପାଲାରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି