Masthead

‘ବାପାଙ୍କ ସ୍ୱପ୍ନକୁ ପୂରଣ କରିବି’

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନୂଆ ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ । ଶପଥପାଠ କରାଇଲେ ଉପବାଚସ୍ପତି । ଆଜି ସାମ୍ବିଧାନିକ ନୀତି ନିୟମ ଅନୁସାରେ ଶପଥ ନେଇଛନ୍ତି ଦୀପାଲି ଦାସ । ଶପଥ ପାଠ ପରେ ପ୍ରତିକ୍ରିୟା ରଖିଛନ୍ତି ଦୀପାଲି । କହିଛନ୍ତି ସର୍ବଦା ଝାରସୁଗୁଡାବାସୀଙ୍କ ସେବାରେ ନିଯୁକ୍ତ ରହିବି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଓ ଦଳ ପ୍ରତି ଆନୁଗତ୍ୟ ପ୍ରଦର୍ଶନ କରିବି ।

ବାପାଙ୍କ ସ୍ୱପ୍ନକୁ ପୂରଣ କରିବି । ବିକାଶ ଓ ଚିନ୍ତାଧାରାକୁ ବଞ୍ଚେଇ ରଖିବି । ଝାରସୁଗୁଡା ରାଜ୍ୟର ଏକ ନମ୍ବର ଶିଳ୍ପ ନଗରୀ । ମୋ ବାପା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସର୍ବଦା ଝାରସୁଗୁଡା ବିକାଶ କଥା ଭାବୁଥିଲେ । ସ୍ୱାସ୍ଥ୍ୟ, ଶିଳ୍ପ କଥା ଭାବିଥିଲେ । ବାପାଙ୍କ ଝାରସୁଗୁଡାର ନୂତନ ନିର୍ମାଣ ସ୍ୱପ୍ନ ସାକାର କରିବା ଦିଗରେ କାର୍ଯ୍ୟ କରିବି । ହାର୍ଟ, କ୍ୟାନ୍ସର, ଓଭର ବ୍ରିଜ ଓ ମହିଳାଙ୍କ ବିକାଶ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ପୂରା କରିବି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା