Masthead

ମଲ୍ଲିକାର୍ଜୁନଙ୍କ ଉପରେ ୧୦୦ କୋଟିର ମାନହାନୀ କେସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ଅଡ଼ୁଆରେ ଫଶିବାକୁ ଯାଉଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ । ବଜରଙ୍ଗ ଦଳକୁ ନେଇ ଦେଇଥିବା ବିବାଦୀୟ ବୟାନକୁ ନେଇ ଫଶିବାକୁ ଯାଉଛନ୍ତି ଖଡ଼ଗେ । ବଜରଙ୍ଗ ଦଳକୁ ମାନହାନୀ ମାମଲାରେ ତାଙ୍କୁ ସମନ ଜାରି କରାଯାଇଛି। ସଙ୍ଗରୁରର ଜିଲା ଅଦାଲତର ସିଭଲ ଜଜ ରମନଦୀପ କୌର ୧୦୦ କୋଟି ଟଙ୍କାର ମାନହାନୀ ମାମଲାରେ ଖଡ଼ଗେଙ୍କୁ ସମନ ଜାରି କରିଛନ୍ତି। ହିନ୍ଦୁ ସୁରକ୍ଷା ପରିଷଦ ବଜରଙ୍ଗ ଦଳ ହିନ୍ଦ ପ୍ରତିଷ୍ଠାତା ହିତେଶ ଭରଦ୍ବାଜ ସଙ୍ଗରୁର କୋର୍ଟରେ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନୀ ମାମଲା ଆବେଦନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି