Masthead

ଜଳୁଛି ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତତଲା ତାୱାରେ ଭାଜି ହେଉଛି ପୂରା ଓଡ଼ିଶା । ତାତିରୁ ମିଳୁନି ନିସ୍ତାର । କଲକଲ ଲୋକେ । ଜଳୁଛି ପଶ୍ଚିମ ଓଡ଼ିଶା । ୮ ସହରରେ ଆଜି ୪୫ ଡିଗ୍ରୀ ଛୁଇଁପାରେ ଦିନର ସର୍ବୋଚ୍ଚ ତାପମାତ୍ରା। ଯାହାକୁ ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆଭ୍ୟନ୍ତରୀଣ ଓଡ଼ିଶାରେ ଆଗାମୀ ଦୁଇ ଦିନରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେଣୁ ଖରାରେ ପଦାକୁ ବାହାରିଲେ ଯଥେଷ୍ଟ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ପ୍ରବଳ ଖରାରକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ ବଲାଙ୍ଗିର ସହରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ