Masthead

ଜଳିଗଲା କାର, ଡ୍ରାଇଭର ଗୁରୁତର

ବାଙ୍କୀ (ବଡ଼ ଖବର ବ୍ୟୁରୋ): ଗଛରେ ପିଟିହୋଇ କାରରେ ନିଆଁ ଲାଗିଛି । ଭାସରାମ୍ୟ ହରାଇ କାରଟି ଗଛରେ ପିଟିହେବା ଫଳରେ କାର ସମ୍ପୂର୍ଣ୍ଣ ଭାବରେ ଜଳିଯାଇଛି । ଏଥିରେ ଡ୍ରାଇଭର ଜଣକ ଗୁରୁତର ହୋଇଛନ୍ତି । ମଧ୍ୟରାତ୍ରୀରେ ଭୁବନେଶ୍ୱରରୁ କୃଷ୍ଣପଲ୍ଲୀ ଯାଉଥିବା ବେଳେ ଗଛରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁତର ଡ୍ରାଇଭରଙ୍କୁ କଳାପଥର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । କଳାପଥର ଦମକଳ କେନ୍ଦ୍ର ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଥିଲା । ଗୁରୁତର ଡ୍ରାଇଭର ଜଣକ ହେଉଛନ୍ତି କୃଷ୍ଣପଲ୍ଲୀର ଇନ୍ଦ୍ରମଣି ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ