Masthead

ମୋତେ ଗାଳି ଦିଅନ୍ତୁ, ହେଲେ କାମକୁ ଧ୍ୟାନ ଦିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ଅପପୁଷ୍ଟିକୁ ନେଇ ପ୍ରତିକ୍ରିୟା ରଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କହିଛନ୍ତି ବିଭିନ୍ନ ମଞ୍ଚରେ ଅପପୁଷ୍ଟି ପ୍ରସଙ୍ଗ ଉଠାଯାଉଛି । ନବଜାତ ଶିଶୁ ଏବଂ ଗର୍ଭବତୀ ମାଆ, କିଶୋର କିଶୋରୀଙ୍କ ଅବସ୍ଥା ଚିନ୍ତାଜନକ ଅଛି । ଅପପୁଷ୍ଟି କାରଣରୁ ସେମାନଙ୍କର ସ୍ଵାସ୍ଥ୍ୟବସ୍ଥା ଯେମିତି ରହିବା କଥା ରହୁନି । ଉଚ୍ଚତା କମୁଛି ଓଜନ କମୁଛି, ମାନସିକ ବିକାଶ ହେଉନି ।

ଏହା ବିରୋଧୀ ଦଳର ଅଭିଯୋଗ ନୁହେଁ ଓଡ଼ିଶା ସରକାରଙ୍କ ସ୍ଵାସ୍ଥ୍ୟ ସର୍ଭେ ରିପୋର୍ଟର ଏ ତଥ୍ୟ । ପୁଣି ଥରେ ଅନୁରୋଧ କରୁଛି ମୁଖ୍ୟମନ୍ତ୍ରୀ ଧ୍ୟାନ ଦିଅନ୍ତୁ । ଆଦିବାସୀ ମାଆ, ଶିଶୁମାନେ ସବୁଠୁ ଖରାପ ଅବସ୍ଥାରେ ଅଛନ୍ତି । ସରକାରଙ୍କ ଆଖି ଖୋଲୁ । ଓଡ଼ିଶାରେ ଗଭର୍ନାନ୍ସ ଡେଫିସିଟ୍ ଅଛି । ଆପଣ ମୋତେ ଗାଳି ଦିଅନ୍ତୁ । ହେଲେ କାମକୁ ଧ୍ୟାନ ଦିଅନ୍ତୁ । ଗଭର୍ନାନ୍ସ ଡେଫିସିଟ୍ ହୋଇଥିବା କାରଣରୁ ରାଜ୍ୟରେ ଅପପୁଷ୍ଟିର ଏମିତି ସ୍ଥିତି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ