Masthead

ଖଡଗେଙ୍କ ବାସଭବନରେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକରେ କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ତାକୁ ନେଇ ଚାଲିଛି ଘନ ଘନ ବୈଠକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ବାସଭବନରେ ଚାଲିଛି ମନ୍ଥନ । ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଖଡଗେଙ୍କ ବାସଭବନରେ ପହଞ୍ଚିଥିବା ସୂଚନା ମିଳିଛି। ତେବେ ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଉପରେ ନିଷ୍ପତ୍ତି ନେବେ । ସେପଟେ ଆଜି ଦିଲ୍ଲୀରେ ପହଞ୍ଚିବେ ଡିକେ ଶିବକୁମାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ