Masthead

ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ମୃତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବାଣ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ମୃତୃ୍ୟ । ଏହି ବିସ୍ଫୋରଣରେ ଅନ୍ୟ ୨୦ ଜଣରୁ ଅଧିକ ଲୋକ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଭୂପତି ନଗର ଗ୍ରାମରେ ଏକ ଘରେ ଘଟିଛି ଏଭଳି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତେଜନା ପ୍ରକାଶ ପାଇଥିଲା । ଖବର ପାଇ ପୋଲିସ ପହଂଚି ବୁଝାସୁଝା କରିବାକୁ ଉଦ୍ୟମ କରୁଥିବା ବେଳେ ଆରମ୍ଭ ହୋଇଥିଲା ଧସ୍ତାଧସ୍ତି । ଦୁର୍ଘଟଣାସ୍ଥଳରେ ପୋଲିସକୁ ଲୋକେ ପିଟିଥିଲେ । ଗୁରୁତର ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି