Masthead

ବେହାଲ ଗଞ୍ଜାମ, ପୁରୁଷୋତ୍ତମପୁରଠାରେ ବିପଦ ସଙ୍କେତ ଛୁଇଁଛି ଋଷିକୁଲ୍ୟା

ପୁରୁଷୋତ୍ତମପୁର, ( ବଡ଼ ଖବର ବ୍ୟୁରୋ) : ଲଗାଣ ବର୍ଷାରେ ବେହାଲ ଗଞ୍ଜାମ । ଜିଲ୍ଲାର ବିଭିନ୍ନ ସ୍ଥାନରେ ପାହଡ ଧସି ରାସ୍ତାବନ୍ଦ ହେବା ସହ ଘର ମଧ୍ୟ ଭୁଶୁଡି ପଡିଛି । ରସ୍ତାରେ ମଧ୍ୟ ପାଣି ଚାଲୁଚି । ପୁରୁଷୋତ୍ତମପୁରଠାରେ ବିପଦ ସଙ୍କେତ ଛୁଇଁଛି ଋଷିକୁଲ୍ୟା ନଦୀ । ଫଳରେ ତଳିଆ ଅଞ୍ଚଳରେ ବନ୍ୟା ଆଶଂଙ୍କା ରହିଛି । ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବନ୍ୟାଜଳ ମାଡି ବ୍ଲକର ବିଭନ୍ନ ସ୍ଥାନରେ ଚାଷଜମି କ୍ଷତିଗ୍ରସ୍ଥ ହୋଇଛି । ଆଜି ସକାଳୁ ବର୍ଷାର ପରିମାଣ କମିଥିବା ବେଳେ ଜଳସ୍ତର କିନ୍ତୁ କମି ନାହିଁ । ଯାହାକୁ ନେଇ ତଳିଆ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ